ଜମି ବିବାଦକୁ ନେଇ ମହିଳାଙ୍କ ତଣ୍ଟି କାଟି ହତ୍ୟା

ବିନିକା (ଦିଲ୍ଲୀପ ସାହୁ): ଜମି ବିବାଦକୁ ନେଇ ଜଣେ ମହିଳାଙ୍କ ତଣ୍ଟିକାଟି ହତ୍ୟା କରାଯାଇଛି। ଆଜି ରାତିରେ ଏପରି ନୃଶଂସ ହତ୍ୟାକାଣ୍ଡ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅଞ୍ଚଳରେ ଘଟିଛି। ମୃତ ମହିଳାଙ୍କ ସ୍ୱାମୀ ଓ ପୁଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।ପୂର୍ବ ଶତ୍ରୁତାରୁ ଏହି ନୃଶଂସ କାଣ୍ଡ ଘଟିଥିବା କୁହାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଥାନାରେ ଏ ନେଇ ଅଭିଯୋଗ ହୋଇନାହିଁ। ଆଜି ରାତି ପ୍ରାୟ ୯.୨୦ ମିନିଟ୍‌ରେ ଘୋଡ଼ାଧାର ଗାଁର କଟିଁଆ ଲୁହା, ତାଙ୍କ […]

woman-killed-while-her-husband-and-son-seriously-injured-over-a-land-dispute

Manoranjan Sial
  • Published: Sunday, 04 August 2019
  • Updated: 04 August 2019, 10:49 PM IST

Sports

Latest News

ବିନିକା (ଦିଲ୍ଲୀପ ସାହୁ): ଜମି ବିବାଦକୁ ନେଇ ଜଣେ ମହିଳାଙ୍କ ତଣ୍ଟିକାଟି ହତ୍ୟା କରାଯାଇଛି। ଆଜି ରାତିରେ ଏପରି ନୃଶଂସ ହତ୍ୟାକାଣ୍ଡ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅଞ୍ଚଳରେ ଘଟିଛି। ମୃତ ମହିଳାଙ୍କ ସ୍ୱାମୀ ଓ ପୁଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।ପୂର୍ବ ଶତ୍ରୁତାରୁ ଏହି ନୃଶଂସ କାଣ୍ଡ ଘଟିଥିବା କୁହାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଥାନାରେ ଏ ନେଇ ଅଭିଯୋଗ ହୋଇନାହିଁ।

ଆଜି ରାତି ପ୍ରାୟ ୯.୨୦ ମିନିଟ୍‌ରେ ଘୋଡ଼ାଧାର ଗାଁର କଟିଁଆ ଲୁହା, ତାଙ୍କ ପତ୍ନୀ ପାଞ୍ଜିସ୍ୱରୀ ଓ ପୁଅ ବାଲେଶ୍ୱର ଘରକୁ ଫେରୁଥିଲେ। ଅନ୍ଧାରର ସୁଯୋଗ ନେଇ ଘୋଡ଼ାଧାର ସରକାରୀ ସ୍କୁଲ ନିକଟରେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ପାଞ୍ଜିଶ୍ୱରୀଙ୍କ ଗଳା କାଟି ହତ୍ୟା କରିଥିଲେ। ଏପରିକି କଟିଁଆ ଓ ବାଲେଶ୍ୱରଙ୍କୁ ଆକ୍ରମଣ କରିବାକୁ ପଛାଇନଥିଲେ। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ସାହିପଡ଼ିଶା ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବିନିକା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ତେବେ କଟିଁଆଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସୋନପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story