୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବତୀ ଗୁରୁତର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ମୁଖିଗୁଡାରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ରତ୍ନା ମାଝୀ ଗୋବର ଗୋଟାଇବାକୁ ଜମିକୁ ଯାଇଥିଲେ। ଜମିରେ ଅଳ୍ପ ଉଚ୍ଚତା ଦେଇ ୧୧ କେଭିର ବିଦ୍ୟୁତ୍ ତାର ଯାଇଥିଲା। ରତ୍ନା ସେହି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଅଚେତ ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ […]

injury

injury

Tapaswini Nayak
  • Published: Monday, 17 February 2020
  • Updated: 17 February 2020, 02:02 PM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ମୁଖିଗୁଡାରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ରତ୍ନା ମାଝୀ ଗୋବର ଗୋଟାଇବାକୁ ଜମିକୁ ଯାଇଥିଲେ। ଜମିରେ ଅଳ୍ପ ଉଚ୍ଚତା ଦେଇ ୧୧ କେଭିର ବିଦ୍ୟୁତ୍ ତାର ଯାଇଥିଲା। ରତ୍ନା ସେହି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଅଚେତ ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଗତ ୧୫ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ତନ୍ତିଆପାଳ ଥାନା ଅନ୍ତର୍ଗତ ତରପଦା ଗାଁରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ହାଇୱା ଡ୍ରାଇଭରର ମୃତ୍ୟୁ ଘଟିଥିଲା। ବାଲି ଅନଲୋଡ୍ କରୁଥିବା ବେଳେ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲା।

ସେହିପରି ଗତ ୧୦ ତାରିଖରେ ବ୍ରହ୍ମପୁର ନିକଟ ଗୋଳନ୍ଥରା ଥାନା ମେନ୍ଦରାଜପୁର ଛକରେ ଏକ ବସ୍ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା । ଏଥିରେ ୩୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ସେମାନେ ଏକ ନିର୍ବନ୍ଧ କାର୍ଯ୍ୟ ପାଇଁ ଯାଉଥିବା ବେଳେ ବସଟି ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲା। ଏହି ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ୪ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବନ କରାଯାଇଛି। ତା’ସହିତ ବସ୍ ଡ୍ରାଇଭର ଗଗନ ନାୟକଙ୍କୁ ଗିରଫ କରାଯାଇଛି।

ଏପରି ଘଟଣା ବାରମ୍ବାର ଘଟି ଧନଜୀବନ ହାନୀ  ହେଉଥିବା ସତ୍ତ୍ୱେ ତ୍ରୁଟି ସୁଧାରିବାକୁ ବିଦ୍ୟୁତ୍ ବିଭାଗ ଅଧିକାରୀ ଓ ସରକାରଙ୍କ ଚେତା ପଶୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story