ସୁବାସିନୀଙ୍କୁ ଦଳିଦେଲା ହାତୀ

ଅନୁଗୋଳ (ବିରଜା ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ନଅଗାଁ ପଞ୍ଚାୟତ ନୂଆଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ସୁବାସିନୀ ନାୟକ। ତାଙ୍କ ବୟସ ୬୦ ବର୍ଷ। ଆଜି ସକାଳେ ସୁବାସିନୀ ଶୌଚ ପାଇଁ ପୋଖରୀକୁ ଯାଇଥିଲେ। ଏହି ସମୟରେ ପଛରୁ ଏକ ହାତୀ ଆସି ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତା ବୃଦ୍ଧାଙ୍କ […]

elephant

elephant

Tapaswini Nayak
  • Published: Wednesday, 28 August 2019
  • Updated: 28 August 2019, 10:24 AM IST

Sports

Latest News

ଅନୁଗୋଳ (ବିରଜା ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ନଅଗାଁ ପଞ୍ଚାୟତ ନୂଆଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ସୁବାସିନୀ ନାୟକ। ତାଙ୍କ ବୟସ ୬୦ ବର୍ଷ।

ଆଜି ସକାଳେ ସୁବାସିନୀ ଶୌଚ ପାଇଁ ପୋଖରୀକୁ ଯାଇଥିଲେ। ଏହି ସମୟରେ ପଛରୁ ଏକ ହାତୀ ଆସି ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତା ବୃଦ୍ଧାଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story