ପିଟିପିଟି ସ୍ତ୍ରୀକୁ ମାରିଦେଲା ସ୍ୱାମୀ

ଉଦଳା(ଓଡ଼ିଶା ରିପୋର୍ଟର):  ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ।  ମୟୂରଭଞ୍ଜ ଜିଲ୍ଲା ଉଦଳା କପ୍ତିପଦା ଥାନା ମହୁଲଡିହା ଗାଁରୁ ଆସିଛି ଏଭଳି ଅଭିଯୋଗ।  ମୃତକ ହେଲେ ଗୁମୁରୀ ମୁଖାର୍ଜୀ।  ଅଭିଯୋଗ ଅନୁଯାୟୀ, ଗତକାଲି ସଂଧ୍ୟାରେ ଗୁମୁରୀ ଓ ତାଙ୍କ ସ୍ୱାମୀ ବିଶ୍ୱଜିତ ମୁଖାର୍ଜୀଙ୍କ ସହ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ସ୍ୱାମୀ ବିଶ୍ୱଜିତ୍ ରାଗରଖି ଗତକାଲି ବିଳମ୍ବିତ ରାତିରେ ଗୁମୁରୀ ଶୋଇଥିବା ବେଳେ ତାଙ୍କୁ ଏକ ଲୁହା ରଡ୍‌ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି।  ଅଭିଯୋଗ […]

murder

Rakesh Mallick
  • Published: Sunday, 22 April 2018
  • , Updated: 22 April 2018, 10:30 AM IST

ଉଦଳା(ଓଡ଼ିଶା ରିପୋର୍ଟର):  ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ।  ମୟୂରଭଞ୍ଜ ଜିଲ୍ଲା ଉଦଳା କପ୍ତିପଦା ଥାନା ମହୁଲଡିହା ଗାଁରୁ ଆସିଛି ଏଭଳି ଅଭିଯୋଗ।  ମୃତକ ହେଲେ ଗୁମୁରୀ ମୁଖାର୍ଜୀ।  ଅଭିଯୋଗ ଅନୁଯାୟୀ, ଗତକାଲି ସଂଧ୍ୟାରେ ଗୁମୁରୀ ଓ ତାଙ୍କ ସ୍ୱାମୀ ବିଶ୍ୱଜିତ ମୁଖାର୍ଜୀଙ୍କ ସହ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ସ୍ୱାମୀ ବିଶ୍ୱଜିତ୍ ରାଗରଖି ଗତକାଲି ବିଳମ୍ବିତ ରାତିରେ ଗୁମୁରୀ ଶୋଇଥିବା ବେଳେ ତାଙ୍କୁ ଏକ ଲୁହା ରଡ୍‌ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି।  ଅଭିଯୋଗ ପାଇବା ପରେ କପ୍ତିପଦା ଥାନା ପୋଲିସ ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚାରାଉଚରା କରୁଛି।

Related story