କଟକ ବଡ଼ ମେଡିକାଲର ନବକଳେବର: ଖର୍ଚ୍ଚ ହେବ ୩୫୦୦କୋଟି, ୨୦୨୪ରୁ କାର୍ଯ୍ୟକ୍ଷମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନବକଳେବର ପାଇଁ ୩୫୦୦କୋଟି ଖର୍ଚ୍ଚ ହେବ। ଏହି ମେଡିକାଲ କଲେଜକୁ ଏମସପ୍ଲସ୍ ଭାବେ ଗଢ଼ି ତୋଳିବା ସହ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ଭିତ୍ତିଭୂମି ବିକଶିତ କରାଯିବ। ସରକାରୀସ୍ତରରେ ମେଡିକାଲ କଲେଜ ଓ ହସ୍ପିଟାଲରେ ଏତେ ପରିମାଣର ଅର୍ଥ ବିନିଯୋଗ ହେବାରେ ଏହା ହେଉଛି ଦେଶର ସର୍ବବୃହତ୍ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମେଡିକାଲ କଲେଜର ନବକଳେବର ପ୍ରକଳ୍ପର ସମୀକ୍ଷା କରି […]

scb

scb

Manoranjan Sial
  • Published: Thursday, 31 December 2020
  • Updated: 31 December 2020, 07:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନବକଳେବର ପାଇଁ ୩୫୦୦କୋଟି ଖର୍ଚ୍ଚ ହେବ। ଏହି ମେଡିକାଲ କଲେଜକୁ ଏମସପ୍ଲସ୍ ଭାବେ ଗଢ଼ି ତୋଳିବା ସହ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ଭିତ୍ତିଭୂମି ବିକଶିତ କରାଯିବ। ସରକାରୀସ୍ତରରେ ମେଡିକାଲ କଲେଜ ଓ ହସ୍ପିଟାଲରେ ଏତେ ପରିମାଣର ଅର୍ଥ ବିନିଯୋଗ ହେବାରେ ଏହା ହେଉଛି ଦେଶର ସର୍ବବୃହତ୍ ପ୍ରକଳ୍ପ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମେଡିକାଲ କଲେଜର ନବକଳେବର ପ୍ରକଳ୍ପର ସମୀକ୍ଷା କରି ୫ହଜାର ବେଡ୍ ବିଶିଷ୍ଟ ଡାକ୍ତର, ରୋଗୀ ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଏଠାରେ ଉପଲବ୍ଧ ହେବ। ୧୯୪୪ ମସିହାରୁ ଏହି ମେଡିକାଲ କଲେଜ ଓ ହସ୍ପିଟାଲ ଓଡ଼ିଶା ସମେତ ପୂର୍ବଭାରତରେ ଉନ୍ନତ ମାନର ଚିକିତ୍ସା ଯୋଗାଇବାରେ ସୁନାମ କରିଛି। ମୁଖ୍ୟମନ୍ତ୍ରୀଙ୍କ ଫାଇଭ-ଟି କାର୍ଯ୍ୟକ୍ରମ ଅଧୀନରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଆରମ୍ଭ ହେବାକୁ ଥିବା ଏହି ପ୍ରକଳ୍ପ ରୋଗୀମାନଙ୍କୁ ସୁଲଭ ଓ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବାରେ ଏକ ଉଦାହରଣ ହୋଇ ରହିବ।

୧୬୧ଏକର ଜମିରେ ବିକଶିତ ହେବାକୁ ଥିବା ଏହି ପ୍ରକଳ୍ପରେ ପ୍ରଥମ ପର୍ଯ୍ୟାୟରେ ୩୫୦୦ବେଡ୍ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ଏହାକୁ ୫ହଜାର ବେଡକୁ ବୃଦ୍ଧି କରାଯିବ। ୩ବର୍ଷରେ ସମ୍ପୂର୍ଣ୍ଣ ହେବାକୁ ଥିବା ଏହି ଅତ୍ୟାଧୁନିକ ଚିକିତ୍ସା ଭିତ୍ତିଭୂମି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୦୨୪ ଜାନୁୟାରୀ ପହିଲାରେ ଉଦଘାଟନ କରିବେ ବୋଲି ଆଜି ଦିନ ଧାର୍ଯ୍ୟ କରିଛନ୍ତି। ଏଠାରେ ଅତ୍ୟାଧୁନିକ ଚିକିତ୍ସା ଉପକରଣ ସୁବିଧା ସହ ପରିବହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ ସୁବିଧା ଉପଲବ୍ଧ ହେବ। ଏଥିରେ ୧୨୮୦ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ଜଣ ଛାତ୍ରଛାତ୍ରୀ ରହିବାର ବ୍ୟବସ୍ଥା କରାଯିବ। ହସ୍ପିଟାଲର ଉନ୍ନତି ସହିତ କ୍ରୀଡ଼ା ଓ ମନୋରଞ୍ଜନ ପାଇଁ ମଧ୍ୟ ଉତ୍ତମ ପରିବେଶ ସୃଷ୍ଟି କରାଯିବ।
ଏହି ମେଡିକାଲ କଳେଜ ହସ୍ପିଟାଲର ସୁପରିଚାଳନା ନିମନ୍ତେ ଏକ ସ୍ୱାଧୀନ ପରିଚାଳନା ମଣ୍ଡଳୀ ରହିବ। ଯାହାକି ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ସହିତ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ପାଇଁ କାମ କରିବ।

ସୂଚନାଯୋଗ୍ୟ, କଟକ ବଡମେଡିକାଲକୁ ଏମସପ୍ଲସ୍ କରିବା ନିମନ୍ତେ ପୂର୍ବରୁ ରାଜ୍ୟ ସରକାର ବଜେଟରେ ୧ହଜାର କୋଟି ଟଙ୍କାର ବ୍ୟବସ୍ଥା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story