ପୁଟିନଙ୍କ ସମେତ ପୂରା ବିଶ୍ୱର ଶୋକ

ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ପୂରା ବିଶ୍ୱ ଶୋକ ପ୍ରକାଶ କରିଛି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

Manoj Swain
  • Published: Sunday, 04 June 2023
  • Updated: 04 June 2023, 01:09 PM IST

Sports

Latest News

ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ପୂରା ବିଶ୍ୱ ଶୋକ ପ୍ରକାଶ କରିଛି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଏବେ ବି ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ଏହି ଘଟଣାକୁ ନେଇ ପୂରା ଦେଶ ସ୍ତବ୍ଧ ହୋଇଯାଇଥିବା ବେଳେ ବିଶ୍ୱସ୍ତରୀୟ ନେତାମାନେ ମଧ୍ୟ ମର୍ମାହତ ହୋଇଛନ୍ତି। ସେମାନେ ଓଡ଼ିଶାର ଟ୍ରେନ ଟ୍ରାଜେଡିକୁ ନେଇ ଶୋକ ପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos