ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ପୂରା ବିଶ୍ୱ ଶୋକ ପ୍ରକାଶ କରିଛି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଏବେ ବି ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ଏହି ଘଟଣାକୁ ନେଇ ପୂରା ଦେଶ ସ୍ତବ୍ଧ ହୋଇଯାଇଥିବା ବେଳେ ବିଶ୍ୱସ୍ତରୀୟ ନେତାମାନେ ମଧ୍ୟ ମର୍ମାହତ ହୋଇଛନ୍ତି। ସେମାନେ ଓଡ଼ିଶାର ଟ୍ରେନ ଟ୍ରାଜେଡିକୁ ନେଇ ଶୋକ ପ୍ରକାଶ କରିଛନ୍ତି।
My thoughts and prayers are with @narendramodi and with all affected by the tragic events in Odisha. My deepest condolences to the family and friends of those killed, and my heartfelt support and admiration to the survivors and those working tirelessly to respond.
— Rishi Sunak (@RishiSunak) June 3, 2023
The images and reports of the train crash in Odisha, India break my heart. I’m sending my deepest condolences to those who lost loved ones, and I’m keeping the injured in my thoughts. At this difficult time, Canadians are standing with the people of India.
— Justin Trudeau (@JustinTrudeau) June 3, 2023
Russian President Vladimir Putin sent his condolences to President of India Droupadi Murmu and Prime Minister Narendra Modi over the deadly train collision in the Indian state of Odisha: Russian Embassy in India
— ANI (@ANI) June 3, 2023
“We share the grief of those who lost their loved ones in this… pic.twitter.com/mz2EX9HRF5
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।