ଲୁହା ଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର

ପୁରୀ(ଓଡ଼ିଶା ରିପୋର୍ଟର): ଲୁହା ଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର। ମନ୍ଦିର ପିଢ଼କୁ ସପୋର୍ଟ ଦେବା ପାଇଁ ୮ଟି ଷ୍ଟିଲ ବିମ୍ ଦିଆଯିବ ବୋଲି ବିଶେଷଜ୍ଞ ଟିମ୍ କହିଛନ୍ତି। ଆଜି ଉତ୍ତରାଖଣ୍ଡର ରୁର୍କି ସ୍ଥିତ ସେଣ୍ଟ୍ରାଲ ବିଲଡିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ର ବୈଜ୍ଞାନିକ ସିଦ୍ଧାର୍ଥ ବେହେରାଙ୍କ ନେତୃତ୍ୱରେ ଏକ ୩ ଜଣିଆ ବିଶେଷଜ୍ଞ ଟିମ୍‌ କୋଣାର୍କ ମନ୍ଦିର ବୁଲି ଦେଖିଛନ୍ତି। ଏମାନଙ୍କ ସହ ପ୍ରତ୍ନତତ୍ତ୍ୱ ବିଭାଗର ଏକ ଇଞ୍ଜିନିୟରିଂ ଟିମ୍‌ ମନ୍ଦିରର ବାହ୍ୟ ପାର୍ଶ୍ୱ ଓ […]

konark

konark

Manoranjan Sial
  • Published: Tuesday, 03 September 2019
  • Updated: 03 September 2019, 07:28 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଲୁହା ଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର। ମନ୍ଦିର ପିଢ଼କୁ ସପୋର୍ଟ ଦେବା ପାଇଁ ୮ଟି ଷ୍ଟିଲ ବିମ୍ ଦିଆଯିବ ବୋଲି ବିଶେଷଜ୍ଞ ଟିମ୍ କହିଛନ୍ତି।

ଆଜି ଉତ୍ତରାଖଣ୍ଡର ରୁର୍କି ସ୍ଥିତ ସେଣ୍ଟ୍ରାଲ ବିଲଡିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ର ବୈଜ୍ଞାନିକ ସିଦ୍ଧାର୍ଥ ବେହେରାଙ୍କ ନେତୃତ୍ୱରେ ଏକ ୩ ଜଣିଆ ବିଶେଷଜ୍ଞ ଟିମ୍‌ କୋଣାର୍କ ମନ୍ଦିର ବୁଲି ଦେଖିଛନ୍ତି। ଏମାନଙ୍କ ସହ ପ୍ରତ୍ନତତ୍ତ୍ୱ ବିଭାଗର ଏକ ଇଞ୍ଜିନିୟରିଂ ଟିମ୍‌ ମନ୍ଦିରର ବାହ୍ୟ ପାର୍ଶ୍ୱ ଓ ଗର୍ଭଗୃହର ସ୍ଥିତି ଯାଞ୍ଚ୍ କରିଛନ୍ତି। ୨ ମାସ ମଧ୍ୟରେ ମନ୍ଦିର ଚତୁଃପାର୍ଶ୍ୱରୁ ସଂପୂର୍ଣ୍ଣ ଲୁହାଭାର କଢ଼ାଯାଇ ମନ୍ଦିର ପିଢ଼କୁ ସପୋର୍ଟ ଦେବା ପାଇଁ ୮ଟି ଷ୍ଟିଲ ବିମ୍ ଦିଆଯିବ ବୋଲି ବିଶେଷଜ୍ଞ ଟିମ୍ କହିଛନ୍ତି।

ବିଶେଷଜ୍ଞ ଟିମ୍ ମନ୍ଦିରର ପ୍ରଥମ ପିଢ଼ଠାରୁ ମନ୍ଦିର ଚୂଳ ଓ ଗର୍ଭଗୃହରେ ଥିବା ବାଲିର ସ୍ଥିତି ଜାଣିବା ପାଇଁ ଗର୍ଭଗୃହ ବାଲିର ନମୂନା ସଂଗ୍ରହ କରିଥିଲେ। ବିପଦଜ୍ଜନକ ଭାବେ ଥିବା ପଥର ଖଣ୍ଡଗୁଡ଼ିକ ନଖସିବା ପାଇଁ ଲୁହା ପାଇପ ଭାର ଲଗାଯାଇଥିଲା। ଲୁହା ପାଇପ୍‌ ଭାର ଦୀର୍ଘ ବର୍ଷ ହେଲା ମନ୍ଦିରର ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ପର୍ଯ୍ୟଟକମାନେ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାରୁ ବଞ୍ଚିତ ମଧ୍ୟ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story