ନିଆଳି(ଓଡ଼ିଶା ରିପୋର୍ଟର): ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ହୋଇଥିବା ଅଭିଯୋଗ ହୋଇଛି। ବିଜ୍ଞାନ ସବଜେକ୍ଟିଭ୍ରେ ମୋଟ ୩୦ ମାର୍କ ଥିବା ବେଳେ ଜଣେ ଛାତ୍ର ରଖିଛନ୍ତି ୪୨ ମାର୍କ। ଏପରିକି ଉକ୍ତ ଛାତ୍ର ହିନ୍ଦୀରେ କିଛି ବି ମାର୍କ ପାଇନାହାନ୍ତି। ଏପରି ଅଭିଯୋଗ କରିଛନ୍ତି କଟକ ଜିଲ୍ଲା ନିଆଳୀ ବ୍ଲକ୍ ସିଠାଳୋ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର ବିକାଶ ସ୍ୱାଇଁ ।
ସୂଚନାଯୋଗ୍ୟ, କୋଭିଡ୍ ପାଇଁ ବିଜ୍ଞାନରେ ମୋଟ ୮୦ ମାର୍କର ପରୀକ୍ଷା ହୋଇଥିଲା । ଅବଜେକ୍ଟିଭ ୫୦ ମାର୍କ ଓ ସବଜେକ୍ଟିଭରେ ୩୦ ମାର୍କର ପରୀକ୍ଷା ହୋଇଥିଲା । ହେଲେ ସବଜେକ୍ଟିଭ୍ରେ ବିକାଶ ୩୦ରୁ ୪୨ ମାର୍କ ରଖିଥିବା ଅଭିଯୋଗ ହୋଇଛି ।
ଏ ନେଇ ଶିକ୍ଷା ବିଭାଗ ଅଧିକାରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।