Advertisment

ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ୍’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି  IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି […]

ଅଦ୍ୟତନ ହୋଇଛି
କିଛି ସମୟ ପରେ ବାତ୍ୟାର ରୂପ ନେବ ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ

Cyclone

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି  IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

Advertisment

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ । ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୟାସର ପ୍ରଭାବ ପଡ଼ିବ।  ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି IMD ମହାନିର୍ଦ୍ଦେଶକ।   ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe