ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଥିବା ଏକ ଟ୍ରପ୍ଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହି ୧୨ ଜିଲ୍ଲା ହେଉଛି ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ । ଗତ ୨୪ ଘଣ୍ଟା ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।