ଆଜି ବି ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଥିବା ଏକ ଟ୍ରପ୍‌ଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୧୨ ଜିଲ୍ଲା ହେଉଛି ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ।  ଗତ […]

rain

Niharika Rout
  • Published: Monday, 21 June 2021
  • , Updated: 21 June 2021, 12:08 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଥିବା ଏକ ଟ୍ରପ୍‌ଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ୧୨ ଜିଲ୍ଲା ହେଉଛି ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ।  ଗତ ୨୪ ଘଣ୍ଟା ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Related story