୫ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତରପୂର୍ବ ବଙ୍ଗୋପ ସାଗର ଓ ଏହାର ସଂଲଗ୍ନ ଅଂଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା।  ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବର ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ […]

rain-1-1

rain-1-1

Tapas Behera
  • Published: Sunday, 20 September 2020
  • Updated: 20 September 2020, 08:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତରପୂର୍ବ ବଙ୍ଗୋପ ସାଗର ଓ ଏହାର ସଂଲଗ୍ନ ଅଂଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା।  ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବର ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲା ଗୁଡିକ ହେଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଢେଙ୍କାନାଳ ।

ସେହିପରି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ୧୦ ଜିଲ୍ଲା ପାଇଁ ଅରେଂଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା ମୟୂରଭଂଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗିର । ସେହିପରି ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କୋରାପୁଟ ଓ ମାଲାକାନଗିରି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷାରେ ପାହାଡିଆ ଅଂଚଳରେ  ଭୂସ୍ଖଳନ ସହ ଅଚାନକ ବନ୍ୟା ସ୍ଥିତି ସୃଷ୍ଟି ହୋଇ ତଳିଆ ଅଂଚଳ ଜଳମଗ୍ନ ହେବା ସମ୍ଭାବନା ରହିଛି । ବର୍ଷାରେ ଫସଲ ମଧ୍ୟ କ୍ଷତିଗ୍ରସ୍ତ ହୋଇପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story