rain
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୌସୁମୀ ବାୟୁ ସକ୍ରିୟ ରହିଥିବା ଯୋଗୁଁ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପ୍ରବଳ ବର୍ଷା ସମ୍ଭାବନା ନେଇ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା,ମାଲକାନଗିରି, କୋରାପୁଟ ଓ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସହିତ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/06/rain-2-1.jpg)