ଆଜି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଭିଜୁଛି ଓଡ଼ିଶା । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି । ଆଜି ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏହାର ପ୍ରଭାବ ଆସନ୍ତା ୫ […]

rain

rain

Niharika Rout
  • Published: Saturday, 03 October 2020
  • Updated: 03 October 2020, 07:50 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଭିଜୁଛି ଓଡ଼ିଶା । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି ।

ଆଜି ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ।

ଏହାର ପ୍ରଭାବ ଆସନ୍ତା ୫ ତାରିଖ ଯାଏ ରହିବ ବୋଲି ପାଣିପାଗ ବିଭାଗ କହିଛି। ଫଳରେ ୫ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story