କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୁଖ୍ୟତଃ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ୍, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

rain

rain

Tapas Behera
  • Published: Monday, 14 June 2021
  • Updated: 14 June 2021, 04:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୁଖ୍ୟତଃ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ୍, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି।  ଏଥିସହିତ ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story