ଆସୁଛି ଆଉ ଏକ ଲଘୁଚାପ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି। ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ବର୍ଷା ଜନିତ ସ୍ଥିତି ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ଏସଆରସି।

rain-2-1

rain-2-1

Tapas Behera
  • Published: Wednesday, 05 August 2020
  • Updated: 05 August 2020, 06:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି। ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ବର୍ଷା ଜନିତ ସ୍ଥିତି ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ଏସଆରସି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story