କାଲି ସକାଳ ଯାଏଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲି ସକାଳ ଯାଏଁ ରାଜ୍ୟର ୨୨ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟ ୧୭ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ […]

njo

njo

Tapas Behera
  • Published: Tuesday, 08 June 2021
  • Updated: 08 June 2021, 05:30 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲି ସକାଳ ଯାଏଁ ରାଜ୍ୟର ୨୨ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟ ୧୭ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝରରେ ବର୍ଷା, ବଜ୍ରପାତ ସମ୍ଭାବନା ରହିଛି। ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ SRC ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାଧାରଣରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବା ସାଙ୍ଗକୁ କେତେକ ସ୍ଥାନରେ ଘଡ଼ ଘଡ଼ି ସାଙ୍ଗକୁ ବର୍ଷା ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି।  ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାର ଅନେକ ସ୍ଥାନରେ ଘଡ଼ିଘଡ଼ି ଓ ବିଜୁଳି ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ,ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ମାଲାକନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେ ଆହୁରି କହିଛନ୍ତି, ୧୧ ତାରିଖରେ ଲଘୁଚାପ ହେବାକୁ ଥିବା ବେଳେ ୧୦ ତାରିଖରୁ ଏହାର ପ୍ରଭାବ ଆରମ୍ଭ ହୋଇଯିବ। ସେଥିପାଇଁ ରାଜ୍ୟର କିଛି ସ୍ଥାନରେ ୧୦ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story