ଆଇଏଏସସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ କେତେକ ଅଦଳବଦଳ କରିଛନ୍ତି। ୧୭ଜଣ ଆଇଏଏସ୍ ଓ ଆଇପିଏସଙ୍କୁ ବିଭିନ୍ନ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ଉନ୍ନୟନ କମିଶନର ଅସିତ୍ କୁମାର ତ୍ରିପାଠୀଙ୍କୁ ଅତିରିକ୍ତ ଭାବେ କେବିକେ ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି।ଶ୍ରୀ ତ୍ରିପାଠୀ ମଧ୍ୟ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ। ସେହିପରି କେବିକେ ମୁଖ୍ୟ ପ୍ରଶାସକ ସୁଦର୍ଶନ […]

secretariat-odisha

secretariat-odisha

Manoranjan Sial
  • Published: Wednesday, 07 August 2019
  • Updated: 07 August 2019, 08:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ କେତେକ ଅଦଳବଦଳ କରିଛନ୍ତି। ୧୭ଜଣ ଆଇଏଏସ୍ ଓ ଆଇପିଏସଙ୍କୁ ବିଭିନ୍ନ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ବିଜ୍ଞପ୍ତି ଅନୁସାରେ ଉନ୍ନୟନ କମିଶନର ଅସିତ୍ କୁମାର ତ୍ରିପାଠୀଙ୍କୁ ଅତିରିକ୍ତ ଭାବେ କେବିକେ ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି।ଶ୍ରୀ ତ୍ରିପାଠୀ ମଧ୍ୟ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ। ସେହିପରି କେବିକେ ମୁଖ୍ୟ ପ୍ରଶାସକ ସୁଦର୍ଶନ ପାଲ ଠାକୁରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡ଼ାଇରେକ୍ଟର ଜେନେରାଲ ଭାବେ ବଦଳି କରାଯାଇଛି। ଆଇଟି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସିଜେ ଭେନୁଗୋପାଳଙ୍କୁ ରାଜସ୍ୱ ପର୍ଷଦ ସଦସ୍ୟ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ସଚିବ ନିତେନ ଚନ୍ଦ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି ଭାବେ ବଦଳି କରାଯାଇଛି।

ସେହିପରି ପଞ୍ଚାୟତିରାଜ ସଚିବ ଦେଓରଞ୍ଜନ ସିଂହ ଅତିରିକ୍ତ ଭାବେ ବିଜ୍ଞାନ ଓ ଜ୍ଞାନକୌଶଳ ବିଭାଗ ସଚିବ ଦାୟିତ୍ୱ ତୁଲାଇବେ। ସେହିପରି ଗୋପବନ୍ଧୁ ପ୍ରଶିକ୍ଷଣ ଏକାଡେମୀର ଡ଼ାଇରେକ୍ଟର ଜେନେରାଲ ରଞ୍ଜନା ଚୋପ୍ରାଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ଅବକାରୀ କମିଶନର ସୁଶୀଲ କୁମାର ଲୋହାନୀଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟକର କମିଶନ ଦାୟିତ୍ୱ ନ୍ୟସ୍ତ ହୋଇଛି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଏବେ ବାଣିଜ୍ୟକର କମିଶନର ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ଖାଦ୍ୟଯୋଗାଣ ବିଭାଗ ସଚିବ ବୀରବିକ୍ରମ ଯାଦବ ଅତିରିକ୍ତ ଭାବେ ସମବାୟ ବିଭାଗର ସଚିବ ଦାୟିତ୍ୱ ତୁଲାଇବେ। ଅନୁସୂଚିତ ଜାତି ଓ ଜନଜାତି ସଚିବ ଆର.ରଘୁ ପ୍ରସାଦଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସହ ଅତିରିକ୍ତ ଦାୟିତ୍ୱ ଭାବେ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ମତ୍ସ୍ୟ ଓ ପଶୁସମ୍ପଦ ସଚିବ ବିଶାଳ ଗଗନଙ୍କୁ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ବିଜ୍ଞାନ ଓ କାରିଗରୀ କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଭାବେ ବଦଳି କରାଯାଇଛି।

କ୍ରିଷନ କୁମାରଙ୍କଠୁ ସମବାୟ ସଚିବ ପଦ କାଢ଼ି ନିଆଯାଇ ତାଙ୍କୁ କେବଳ ପୂର୍ତ୍ତ ସଚିବ ଦାୟିତ୍ୱ ତୁଲାଇବା ପାଇଁ କୁହାଯାଇଛି। ସେହିପରି ଅର୍ଚ୍ଚନା ପଟ୍ଟନାୟକଙ୍କୁ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ସହ ଅତିରିକ୍ତ ଭାବେ ଓଡ଼ିଶା ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି। ପୂର୍ବରୁ ସେ ଅତିରିକ୍ତ ଭାବେ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱ ତୁଲାଉଥିଲେ।

ସେହିପରି ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ସଚ୍ଚିନ ରାମଚନ୍ଦ୍ର ଯାଦବଙ୍କୁ ଅନୁସୂଚିତ ଜାତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ଆଇଏଏସ୍ ମହମ୍ମଦ ସିଦ୍ଦିକ ଆଲାମଙ୍କୁ ସିଏମଜିଆଇ ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ମହମ୍ମଦ ଆଲାମ ଏବେ ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି।

ରାଜସ୍ୱ ପର୍ଷଦ ସଚିବ ଭାବେ କାର୍ଯ୍ୟ କରୁଥିବା ସୁରେନ୍ଦ୍ର କୁମାର ମୀନାଙ୍କୁ ଅତିରିକ୍ତ ଭାବେ ପୂର୍ତ୍ତ ବିଭାଗର ଉପସଚିବ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି କ୍ରାଇମବ୍ରାଞ୍ଚ ଆଇଜି ତଥା ଆଇପିଏସ ଅରୁଣ ବୋଥ୍ରାଙ୍କୁ ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story