ରୋଷେଇ କରୁଥିଲେ ଯୁବତୀ, ହଠାତ୍‌ ଲିକ୍‌ ହେଲା ଗ୍ୟାସ୍‌

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଖପ୍ରାମାଲ ଗାଁରେ ଆଜି ସକାଳୁ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଝିଅ ଆଜି ସକାଳୁ ରୋଷେଇ ଘରେ ଥିବା ସମୟରେ ହଠାତ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ନିଆଁ ଲାଗି ଯୁବତୀ   ପୋଡି ହୋଇ ପ୍ରାଣ ହରାଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳକୁ ଆସିବା ପୂର୍ବରୁ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ […]

fire

fire

Niharika Rout
  • Published: Monday, 01 March 2021
  • Updated: 01 March 2021, 11:07 AM IST

Sports

Latest News

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଖପ୍ରାମାଲ ଗାଁରେ ଆଜି ସକାଳୁ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଝିଅ ଆଜି ସକାଳୁ ରୋଷେଇ ଘରେ ଥିବା ସମୟରେ ହଠାତ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ନିଆଁ ଲାଗି ଯୁବତୀ   ପୋଡି ହୋଇ ପ୍ରାଣ ହରାଇଛନ୍ତି।

ଖବର ପାଇ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳକୁ ଆସିବା ପୂର୍ବରୁ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଲାଗିବା କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ଥିବା ବେଳେ ଗ୍ୟାସ ଲିକେଜରୁ ନିଆଁ ଲାଗିଥିବା ଅନୁମାନ କରାଯାଏ। କୋକସରା ପୁଲିସ୍‌  ଘଟଣାର ତଦନ୍ତ ଜାରି ରଖିଛି। ଯୁବତୀଙ୍କ ଆକସ୍ମିକ ମୃତ୍ୟୁ ପରେ ଶୋକର ଛାୟା ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story