ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଯୁବକ ଗିରଫ

ରାୟଗଡ଼ା (ଓଡ଼ିଶା ରିପୋର୍ଟ): ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଘଟଣାରେ ରାୟଗଡ଼ା ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ହେଲେ ଟିକିରି ଥାନା ପଞ୍ଚାଲି ଗାଁର ଅଗସ୍ତି ଗରଡ଼ା। ସୂଚନା ଅନୁଯାୟୀ, କିଛି ଦିନ ପୂର୍ବେ ଅଗସ୍ତି ଆଉ କିଛି ଯୁବକଙ୍କ ସହିତ ମିଶି ଡକ୍ଟର ବି.ଆର୍ ଆମ୍ୱେଦକରଙ୍କ ଫଟୋ ପୂଜା କରିବା ସହିତ ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ିଥିଲେ। ଏହି ଘଟଣାର ଭିଡିଓ ଭାଇରାଲ୍‌ ହେବାପରେ ରାୟଗଡ଼ାରେ ତୀବ୍ର ପ୍ରତିକ୍ରିୟା […]

photo

photo

Puspanjali Panda
  • Published: Wednesday, 09 October 2019
  • Updated: 09 October 2019, 12:28 PM IST

ରାୟଗଡ଼ା (ଓଡ଼ିଶା ରିପୋର୍ଟ): ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଘଟଣାରେ ରାୟଗଡ଼ା ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ହେଲେ ଟିକିରି ଥାନା ପଞ୍ଚାଲି ଗାଁର ଅଗସ୍ତି ଗରଡ଼ା।

ସୂଚନା ଅନୁଯାୟୀ, କିଛି ଦିନ ପୂର୍ବେ ଅଗସ୍ତି ଆଉ କିଛି ଯୁବକଙ୍କ ସହିତ ମିଶି ଡକ୍ଟର ବି.ଆର୍ ଆମ୍ୱେଦକରଙ୍କ ଫଟୋ ପୂଜା କରିବା ସହିତ ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ିଥିଲେ।

ଏହି ଘଟଣାର ଭିଡିଓ ଭାଇରାଲ୍‌ ହେବାପରେ ରାୟଗଡ଼ାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପୁଲିସ୍‌ ଏହି ମାମଲାର ତଦନ୍ତ କରି ଜଣକୁ ଗିରଫ କରିଥିବାବେଳେ ଅନ୍ୟମାନଙ୍କୁ ଖୋଜୁଥିବା ରାୟଗଡ଼ା ଏସ୍‌ପି ସୂଚନା ଦେଇଛନ୍ତି।

https://youtu.be/j04bOsTTHYM

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story