ମାଉସୀ ମା’ ମନ୍ଦିର ସମ୍ମୁଖରେ ଯୁବକଙ୍କୁ ଛୁରାମାଡ଼  

ପୁରୀ(ଓଡ଼ିଶା ରିପୋର୍ଟର):  ପୁରୀ ମାଉସୀମା ମନ୍ଦିର ସମ୍ମୁଖରେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ଲୋକନାଥ ରୋଡ ଷଣ୍ଢ ଯାଗା ଅଞ୍ଚଳର ସୂର୍ଯ୍ୟନାରାୟଣ ତ୍ରିପାଠୀ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚାରାଉଚରା କରୁଛି। ଗତକାଲି ସୂର୍ଯ୍ୟନାରାୟଣ ମାଉସୀମା ମନ୍ଦିର ସମ୍ମୁଖରେ […]

Knife-attack

Knife-attack

Tapaswini Nayak
  • Published: Wednesday, 25 May 2022
  • Updated: 25 May 2022, 10:51 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର):  ପୁରୀ ମାଉସୀମା ମନ୍ଦିର ସମ୍ମୁଖରେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ଲୋକନାଥ ରୋଡ ଷଣ୍ଢ ଯାଗା ଅଞ୍ଚଳର ସୂର୍ଯ୍ୟନାରାୟଣ ତ୍ରିପାଠୀ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚାରାଉଚରା କରୁଛି।

ଗତକାଲି ସୂର୍ଯ୍ୟନାରାୟଣ ମାଉସୀମା ମନ୍ଦିର ସମ୍ମୁଖରେ ଠିଆ ହୋଇଥିବା ବେଳେ ହଠାତ୍ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ।ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଛୁରାମାଡ଼ ହୋଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। କୁମ୍ଭାରପଡ଼ା ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story