ଥାନା ସାମନାରେ ନିଜକୁ ଜାଳିଦେଲେ ଯୁବକ

ସାଲେପୁର(ମନୋଜ ଆଚାର୍ଯ୍ୟ) : ବାରମ୍ବାର ଥାନାକୁ ଦୌଡ଼ି ନିରାଶ ହେବା ପରେ ଥାନା ସମ୍ମୁଖରେ ହିଁ ନିଜ ଦେହରେ ନିଆଁ ଲଗାଇଦେଲେ ଯୁବକ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଆଜି କିଶନନଗର ଥାନା ସମ୍ମୁଖରେ ଘଟିଛି। ଗୁରୁତର ହୋଇଥିବା ଯୁବକଜଣକ ସ୍ଥାନୀୟ ଅଞ୍ଚଳର ଗୁଣନିଧୀ ବିଶୋୟୀ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଜମିବାଡ଼ି ବିବାଦ ନେଇ […]

Burnt

Burnt

Niharika Rout
  • Published: Thursday, 23 June 2022
  • Updated: 23 June 2022, 01:31 PM IST

Sports

Latest News

ସାଲେପୁର(ମନୋଜ ଆଚାର୍ଯ୍ୟ) : ବାରମ୍ବାର ଥାନାକୁ ଦୌଡ଼ି ନିରାଶ ହେବା ପରେ ଥାନା ସମ୍ମୁଖରେ ହିଁ ନିଜ ଦେହରେ ନିଆଁ ଲଗାଇଦେଲେ ଯୁବକ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଆଜି କିଶନନଗର ଥାନା ସମ୍ମୁଖରେ ଘଟିଛି। ଗୁରୁତର ହୋଇଥିବା ଯୁବକଜଣକ ସ୍ଥାନୀୟ ଅଞ୍ଚଳର ଗୁଣନିଧୀ ବିଶୋୟୀ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଜମିବାଡ଼ି ବିବାଦ ନେଇ ପ୍ରାୟ ୮ ଦିନ ତଳେ ଥାନାରେ ଅଭିଯୋଗ କରିଥିଲେ ଗୁଣନିଧୀ । ଏହି ବିବାଦ ଦିନକୁ ଦିନ ଘନେଇବାରୁ ଆଜି ପୁଣି ସେ ଥାନାକୁ ଆସିଥିଲେ। ମାତ୍ର ପୁଲିସ୍‌ ପାଖରୁ କୌଣସି ସନ୍ତୋଜଜନକ ଉତ୍ତର ନ ପାଇ ଏପରି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ଥାନାରୁ ବାହାରି ଆସିବା ପରେ ହଠାତ୍‌ ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଓ ପୁଲିସ୍‌ ପହଞ୍ଚି  ନିଆଁ ଲିଭାଇ ତାଙ୍କୁ  ଆମ୍ବୁଲାନ୍ସରେ କଟକ ବଡ଼ ମେଡିକାଲ ପଠାଇ ଦେଇଥିଲେ।

ତେବେ ଏନେଇ ସାଲେପୁର ଏସଡିପିଓଙ୍କୁ ପଚାରିବାରୁ ସେ କିଛି ବି ସୂଚନା ଦେବାକୁ ମନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story