ଶ୍ରୀମନ୍ଦିର ନୀଳଚକ୍ର ଯାଏ ଚଢ଼ିଗଲେ ପୂଜକ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଚୂଡାରେ ଚଢିଗଲେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା। ଆଜି ଅପରାହ୍ନ ସମୟରେ ସେ ବଡ଼ଦେଉଳର ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢି ଯାଇଥିଲେ। ସେଠାରେ ବୁଲୁଥିବା ବେଳେ ଚୂନରା ସେବକମାନେ ଦେଖିବାକୁ ପାଇଲେଥିଲେ। ତାକୁ ଓହ୍ଲାଇବାକୁ ପୁଲିସ ଓ ଜେଟିପି ବାରମ୍ଵାର କହିଥିଲେ। ପ୍ରଥମେ ସେ ଓହ୍ଲାଇ ନଥିଲେ। ପରେ ଚନ୍ଦ୍ରଶେଖର ଦକ୍ଷିଣଘର ଛାତ ଦେଇ ମୁକ୍ତିମଣ୍ଡପ ସମ୍ମୁଖରେ ଓହ୍ଲାଇଥିଲେ। ସିଂହ ଦ୍ୱାର ଥାନା ପୁଲିସ ତାକୁ ଅଟକ ରଖି […]

Puri

Puri

Manoranjan Sial
  • Published: Wednesday, 05 October 2022
  • Updated: 05 October 2022, 06:19 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଚୂଡାରେ ଚଢିଗଲେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା। ଆଜି ଅପରାହ୍ନ ସମୟରେ ସେ ବଡ଼ଦେଉଳର ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢି ଯାଇଥିଲେ। ସେଠାରେ ବୁଲୁଥିବା ବେଳେ ଚୂନରା ସେବକମାନେ ଦେଖିବାକୁ ପାଇଲେଥିଲେ। ତାକୁ ଓହ୍ଲାଇବାକୁ ପୁଲିସ ଓ ଜେଟିପି ବାରମ୍ଵାର କହିଥିଲେ। ପ୍ରଥମେ ସେ ଓହ୍ଲାଇ ନଥିଲେ। ପରେ ଚନ୍ଦ୍ରଶେଖର ଦକ୍ଷିଣଘର ଛାତ ଦେଇ ମୁକ୍ତିମଣ୍ଡପ ସମ୍ମୁଖରେ ଓହ୍ଲାଇଥିଲେ। ସିଂହ ଦ୍ୱାର ଥାନା ପୁଲିସ ତାକୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story