ରାଜ୍ୟର ୨୫ ଜିଲ୍ଲାରେ ଆରମ୍ଭ ହେଲା ସଂଗଠନ ‘ୟୁଥ୍ ଫର୍ ଆକ୍ସନ୍’

ଭୁବନେଶ୍ୱର : ରାଜ୍ୟର ୨୫ଟି ଜିଲ୍ଲାର ୫ ହଜାର ଯୁବକଯୁବତୀଙ୍କୁ ନେଇ ଆରମ୍ଭ ହୋଇଛି ଅଣରାଜନୈତିକ ସଂଗଠନ ‘ୟୁଥ୍ ଫର୍ ଆକ୍ସନ୍’ ।  ଭୁବନେଶ୍ୱରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହାର ଶୁଭାରମ୍ଭ ହେବା ସହ ଲୋଗୋ ଓ ୱେବ୍‌ସାଇଟ୍ ଉନ୍ମୋଚିତ ହୋଇଛି । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ସଂଗଠନର ଆଗାମୀ ୧୦୦ ଦିନିଆ କାର୍ଯ୍ୟପନ୍ଥା ସ୍ଥିର ହୋଇଥିବା ବେଳେ ସେହି ଅନୁସାରେ […]

jay-1

jay-1

Tapas Behera
  • Published: Sunday, 12 January 2020
  • Updated: 12 January 2020, 10:32 PM IST

Sports

Latest News

ଭୁବନେଶ୍ୱର : ରାଜ୍ୟର ୨୫ଟି ଜିଲ୍ଲାର ୫ ହଜାର ଯୁବକଯୁବତୀଙ୍କୁ ନେଇ ଆରମ୍ଭ ହୋଇଛି ଅଣରାଜନୈତିକ ସଂଗଠନ ‘ୟୁଥ୍ ଫର୍ ଆକ୍ସନ୍’ ।  ଭୁବନେଶ୍ୱରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହାର ଶୁଭାରମ୍ଭ ହେବା ସହ ଲୋଗୋ ଓ ୱେବ୍‌ସାଇଟ୍ ଉନ୍ମୋଚିତ ହୋଇଛି ।

ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ସଂଗଠନର ଆଗାମୀ ୧୦୦ ଦିନିଆ କାର୍ଯ୍ୟପନ୍ଥା ସ୍ଥିର ହୋଇଥିବା ବେଳେ ସେହି ଅନୁସାରେ କାର୍ଯ୍ୟକ୍ରମ ଜାରି ରହିବ ବୋଲି କୁହାଯାଉଛି ।

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରକୁ କ୍ଷୁଧାମୁକ୍ତ କରିବା ସହ ସ୍ୱଚ୍ଛ ଭାରତ ଅଭିଯାନକୁ ଆଗେଇ ନେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିସହ ସଂଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ହେଲ୍‌ଥ କ୍ୟାମ୍ପ ବି ଆୟୋଜନ ହେବ ।

କାର୍ଯ୍ୟକ୍ରମରେ ଧାବିକା ଦୂତି ଚାନ୍ଦ ଓ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story