ଦୁଷ୍କର୍ମ ଅଭିଯୁକ୍ତକୁ ଜେଲ୍‌ ଓ ଜରିମାନା

କଟକ(ଓଡ଼ିଶା ରିପୋର୍ଟର): ଜଗତପୁର ନାବାଳିକା ଦୁଷ୍କର୍ମ ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କଟକ ସ୍ୱତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟ ମାମଲାର ବିଚାର କରି ଦୁଷ୍କର୍ମକାରୀଙ୍କୁ ଜେଲ୍‌ ଦଣ୍ଡାଦେଶ ସହ ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ  ୬ ମାସ ଜେଲ୍‌ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି। ୨୦୧୮ ଅଗଷ୍ଟ ୧୨ ତାରିଖରେ ଜଗତପୁର ଥାନା ଅଞ୍ଚଳରେ ୧୨ ବର୍ଷର ନାବାଳିକା ଘରେ ଏକା ଥିଲେ। ଏହାର ସୁଯୋଗ ନେଇ ଜଣେ ଯୁବକ ଘରେ ପଶି […]

Court

Court

Manoranjan Sial
  • Published: Friday, 11 March 2022
  • Updated: 11 March 2022, 08:08 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଜଗତପୁର ନାବାଳିକା ଦୁଷ୍କର୍ମ ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କଟକ ସ୍ୱତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟ ମାମଲାର ବିଚାର କରି ଦୁଷ୍କର୍ମକାରୀଙ୍କୁ ଜେଲ୍‌ ଦଣ୍ଡାଦେଶ ସହ ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ  ୬ ମାସ ଜେଲ୍‌ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି।

୨୦୧୮ ଅଗଷ୍ଟ ୧୨ ତାରିଖରେ ଜଗତପୁର ଥାନା ଅଞ୍ଚଳରେ ୧୨ ବର୍ଷର ନାବାଳିକା ଘରେ ଏକା ଥିଲେ। ଏହାର ସୁଯୋଗ ନେଇ ଜଣେ ଯୁବକ ଘରେ ପଶି ଭିତର ପାର୍ଶ୍ୱରୁ କବାଟ ବନ୍ଦ କରି ତାଙ୍କୁ ଦୁଷ୍କର୍ମ କରିଥିଲା। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ତୋଫାନ କୁମାର ଜେନାକୁ ଗିରଫ କରିଥିଲା।

ଆଜି ଏହି ମାମଲାରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି କଟକ ସ୍ୱତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ। ୧୪ଟି ତଥ୍ୟ ପ୍ରମାଣ ଓ ୧୬ ଜଣ ସାକ୍ଷୀଙ୍କ ବୟାନ ଆଧାରରେ କୋର୍ଟ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶରେ ପଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଶୁଣାଇଛନ୍ତି।

ଏଥିସହ ପୀଡ଼ିତା ନାବାଳିକାକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏହି ସହାୟତା ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ପୀଡ଼ିତାଙ୍କୁ ପ୍ରଦାନ କରାଯିବ। ପୀଡ଼ିତାକୁ ୧୮ ବର୍ଷ ହେବା ପର୍ଯ୍ୟନ୍ତ ବ୍ୟାଙ୍କରେ ଏହି ଟଙ୍କା ଫିକ୍ସ ଡିପୋଜିଟ୍‌ ହୋଇ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story