ଯୁବକଙ୍କୁ ଘରୁ ଡାକିଆଣି ନିଆଁ ଲଗାଇଦେଲେ

ଭଞ୍ଜନଗର(ରାଜେଶ ପଣ୍ଡା): ଘରୁ ଡାକି ଆଣି ଜଣେ ଯୁବକଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଦୁଇ ଦୁର୍ବୃତ୍ତ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି। ପୂର୍ବ ଶତ୍ରୁତାରୁ ଏପରି ଘଟଣା ଘଟିଥିବା ପୁଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ଆଜି ଦିନ ଦି’ ପ୍ରହରରେ ବେଲଗୁଣ୍ଠା ଫାଣ୍ଡି ଅନ୍ତର୍ଗତ ଧୁମୁଛାଇ ଗାଁର ସନ୍ତୋଷ ନାୟକ ଘରେ ଥିଲେ। ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ଆଣିଥିଲେ। ଗାଁ ମଝିରେ ଥିବା ବିଶ୍ରାମାଗାର ନିକଟରେ […]

mkcg

mkcg

Manoranjan Sial
  • Published: Friday, 24 January 2020
  • Updated: 24 January 2020, 05:06 PM IST

Sports

Latest News

ଭଞ୍ଜନଗର(ରାଜେଶ ପଣ୍ଡା): ଘରୁ ଡାକି ଆଣି ଜଣେ ଯୁବକଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଦୁଇ ଦୁର୍ବୃତ୍ତ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି। ପୂର୍ବ ଶତ୍ରୁତାରୁ ଏପରି ଘଟଣା ଘଟିଥିବା ପୁଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି।

ଆଜି ଦିନ ଦି’ ପ୍ରହରରେ ବେଲଗୁଣ୍ଠା ଫାଣ୍ଡି ଅନ୍ତର୍ଗତ ଧୁମୁଛାଇ ଗାଁର ସନ୍ତୋଷ ନାୟକ ଘରେ ଥିଲେ। ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ଆଣିଥିଲେ। ଗାଁ ମଝିରେ ଥିବା ବିଶ୍ରାମାଗାର ନିକଟରେ କୌଣସି କଥାକୁ ନେଇ ସନ୍ତୋଷ ଓ ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ଜଣେ ଯୁବକ ସନ୍ତୋଷଙ୍କ ଦୁଇ ହାତକୁ ଧରିଲା ଓ ଅନ୍ୟ ଜଣେ ତାଙ୍କ ଉପରେ ପେଟ୍ରୋଲ୍‌ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ସନ୍ତୋଷଙ୍କ ଦେହରେ ନିଆଁ ଲଗାଇବା ପରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ।

ଚିତ୍କାର ଶୁଣି ଗାଁ ଲୋକେ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ପରେ ଏନେଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

ଏନେଇ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିପାରି ନାହିଁ। ଅଭିଯୁକ୍ତମାନେ ପଡ଼ୋଶୀ ଗାଁର ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାର ସନ୍ତୋଷଙ୍କ ଦେହରେ ପେଟ୍ରୋଲ୍‌ ଢ଼ାଳି ନିଆଁ ଲଗାଇ ଦିଆଯାଇଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story