ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ହତ୍ୟା

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡ଼ି ଗାଁରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଦୀନବନ୍ଧୁ ସ୍ୱାଇଁ। ମାତ୍ର ୫ ଦିନ ତଳେ ସେ ବାହା ହୋଇଥିଲେ। ଗତକାଲି ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଉଥିବା ବେଳେ ତିନି ମୁଖା ପିନ୍ଧା ବ୍ୟକ୍ତି ତାଙ୍କୁ ପ୍ରଥମେ ଆକ୍ରମଣ କରିଥିଲେ। ଏହାପରେ ଆଉ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିଲେ। ଦୀନବନ୍ଧୁଙ୍କ […]

murder

murder

Jyoshna Pradhan
  • Published: Sunday, 19 May 2019
  • Updated: 19 May 2019, 09:30 AM IST

Sports

Latest News

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡ଼ି ଗାଁରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଦୀନବନ୍ଧୁ ସ୍ୱାଇଁ। ମାତ୍ର ୫ ଦିନ ତଳେ ସେ ବାହା ହୋଇଥିଲେ।

ଗତକାଲି ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଉଥିବା ବେଳେ ତିନି ମୁଖା ପିନ୍ଧା ବ୍ୟକ୍ତି ତାଙ୍କୁ ପ୍ରଥମେ ଆକ୍ରମଣ କରିଥିଲେ। ଏହାପରେ ଆଉ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିଲେ।

ଦୀନବନ୍ଧୁଙ୍କ ଦାଦା ପୁଅ ଭାଇମାନେ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେମାନଙ୍କ ମଧ୍ୟରେ ଜମିଜମା ବିବାଦ ନେଇ ଶତ୍ରୁତା ରହିଥିଲା।

ଜଗନ୍ନାଥପ୍ରସାଦ ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତମାନେ ଫେରାର୍‌ ଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story