Advertisment

ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣିଦେଲେ

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ହାଣି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ଚିନ୍ମୟ ସାହୁ। ତାଙ୍କ ଘର ଦେଉଳି ଗାଁରେ। ଚିନ୍ମୟଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଚିନ୍ମୟ ନିଜ ବାଇକ୍‌ରେ ଯାଉଥିବା ବେଳେ ବେଗୁନିଆ ଥାନା ଓ ଦେଉଳି ଗାଁ […]

ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣିଦେଲେ

murder

Advertisment

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ହାଣି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ଚିନ୍ମୟ ସାହୁ। ତାଙ୍କ ଘର ଦେଉଳି ଗାଁରେ।

Advertisment

ଚିନ୍ମୟଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଚିନ୍ମୟ ନିଜ ବାଇକ୍‌ରେ ଯାଉଥିବା ବେଳେ ବେଗୁନିଆ ଥାନା ଓ ଦେଉଳି ଗାଁ ମଝିରେ ହଠାତ୍‌ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ସେ ବାଇକରୁ ପଡ଼ି ଯାଇଥିଲେ। ଏହାପରେ ଦୁର୍ବୃତ୍ତ ତାଙ୍କୁ ହାଣି ହତ୍ୟା କରିବା ପରେ ଫେରାର ହୋଇଯାଇଛି।

Advertisment

ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ନଥିବା ବେଳେ ଚିନ୍ମୟଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe