ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ମାରିଦେଲେ!

ଭଦ୍ରକ(ପାର୍ଥ ସାରଥୀ ନାୟକ): ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ପିଟି ମାରିଦେଲେ! ମୃତ ଜଣକ ହେଉଛନ୍ତି କଟିଆ ମୁର୍ମୁ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଗତକାଲି ରାତିରେ ଏପରି ନୃଶଂସ ହତ୍ୟାକାଣ୍ଡ ଘଟିଛି। କିନ୍ତୁ ଏପର୍ଯ୍ୟନ୍ତ ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଏନେଇ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ କଟିଆଙ୍କୁ ଜଣେ ଯୁବକ ପିଟୁଥିବା ଏକ […]

Death

Death

Manoranjan Sial
  • Published: Friday, 02 October 2020
  • Updated: 02 October 2020, 05:54 PM IST

Sports

Latest News

ଭଦ୍ରକ(ପାର୍ଥ ସାରଥୀ ନାୟକ): ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ପିଟି ମାରିଦେଲେ! ମୃତ ଜଣକ ହେଉଛନ୍ତି କଟିଆ ମୁର୍ମୁ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଗତକାଲି ରାତିରେ ଏପରି ନୃଶଂସ ହତ୍ୟାକାଣ୍ଡ ଘଟିଛି। କିନ୍ତୁ ଏପର୍ଯ୍ୟନ୍ତ ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଏନେଇ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅନ୍ୟପକ୍ଷରେ କଟିଆଙ୍କୁ ଜଣେ ଯୁବକ ପିଟୁଥିବା ଏକ ଭିଡିଓ ଭାଇରାଲ୍‌ ହୋଇଛି। ମାତ୍ର ପୁଲିସ ଏହି ଭିଡିଓ ନେଇ କୌଣସି ତଥ୍ୟ ଦେଇନାହିଁ। ଘଟଣାରେ ପୁଲିସ ୨ରୁ ୩ ଜଣ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story