ଯୁବକଙ୍କୁ ପଥରରେ ଛେଚି ହତ୍ୟା

ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ସଦର ଥାନା ଅନ୍ତର୍ଗତ ବଡବାଗବର ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରାଜେଶ ଜେନା। ସୂଚନା ଅନୁସାରେ, ରାଜେଶ ଆଜି ସକାଳେ ଘରକୁ ଫେରୁଥିବା ବେଳେ ତାଙ୍କୁ ପଥରରେ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୌଦ୍ଧ ପୁଲିସ ଘଟଣାର ତଦନ୍ତ କରୁଛି।

murder,,,000000000

murder,,,000000000

Tapaswini Nayak
  • Published: Monday, 22 April 2019
  • Updated: 22 April 2019, 09:28 AM IST

Sports

Latest News

ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ସଦର ଥାନା ଅନ୍ତର୍ଗତ ବଡବାଗବର ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରାଜେଶ ଜେନା।

ସୂଚନା ଅନୁସାରେ, ରାଜେଶ ଆଜି ସକାଳେ ଘରକୁ ଫେରୁଥିବା ବେଳେ ତାଙ୍କୁ ପଥରରେ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୌଦ୍ଧ ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story