ନନ୍ଦନକାନନରେ ମାଈ ଜେବ୍ରାର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନରେ ଆଜି ଏକ ୨ ବର୍ଷର ମାଈ ଜେବ୍ରାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ନନ୍ଦନକାନନରେ ଜେବ୍ରା ସଂଖ୍ୟା ୨କୁ ଖସି ଆସିଛି।

ଶବବ୍ୟବଚ୍ଛେଦ ପରେ ଜେବ୍ରାର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ କହିଛନ୍ତି।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?