ସନାତନ ଧର୍ମ ଅନୁସାରେ ମୃତ୍ୟୁ ପରେ ମଣିଷର ଅସ୍ଥିକୁ ନଦୀରେ ବିସର୍ଜନ କରିବାର ପରମ୍ପରା ରହିଛି। ଏହାର ଅନେକ କାରଣ ରହିଛି। ଏଥିପାଇଁ ଗଙ୍ଗା ନଦୀରେ ଅସ୍ଥି ବିସର୍ଜନ କରାଯିବାର ପ୍ରଥା ରହିଛି। ଗଙ୍ଗା ନଦୀ ହେଉଛି ପତିତ ପାବନି ନଦୀ। ପୁରାଣ ଅନୁଯାୟୀ ଗଙ୍ଗା ନଦୀ ପ୍ରଥମେ ସ୍ୱର୍ଗରେ ବହୁଥିଲା। ଭଗୀରଥ ତାଙ୍କ ପୂର୍ବ ପୁରୁଷଙ୍କୁ ଉଦ୍ଧାର କରିବା ପାଇଁ ଗଙ୍ଗା ନଦୀକୁ ମର୍ତ୍ତ୍ୟକୁ ଆଣିଥିଲେ। ପରେ ଗଙ୍ଗା ନଦୀର ଜଳରେ ସ୍ନାନ କରି ତାଙ୍କ ପୂର୍ବ ପୁରୁଷ କୁମ୍ବିପାକ ନର୍କରୁ ଉଦ୍ଧାର ପାଇଥିଲେ। ଗଙ୍ଗା ନଦୀ ମହାଦେବଙ୍କ ଜଟାରୁ ବାହାରିଥିବାରୁ ଏହା ପବିତ୍ର ନଦୀ ରୂପେ ପୁରାଣରେ ବର୍ଣ୍ଣିତ। ଏହି ନଦୀରେ ଅସ୍ଥି ବିସର୍ଜନ କଲେ ମିଣିଷର ଆତ୍ମାକୁ ଅତି ସହଜରେ ଅନ୍ୟ ଏକ ଶରୀର ମିଳିଥାଏ ବୋଲି ବିଶ୍ୱାସ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।