ରଗବୀ ଖେଳାଳି ମାଥ୍ୟୁ ଶେଫର୍ଡଙ୍କ ସହ ଏମିତି ଏକ ଘଟଣା ଘଟିଯାଇଛି ଯାହା ସେ କେବେ କଳ୍ପନା ବି କରି ନ ଥିଲେ। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ପେନ୍ରୁ ବ୍ରିଟେନ୍ ଯିବାର ଥିଲା। ସେ ଏଥିପାଇଁ ଜିନିଷପତ୍ର ପ୍ୟାକ୍ କରି ସାରିଥିଲେ। କିଛି କାମ ମନେ ପଡ଼ି ଯିବାରୁ ସେ ତାଙ୍କ ପାସ୍ପୋର୍ଟକୁ ଟେବୁଲ୍ ଉପରେ ଛାଡ଼ି ବାହାରକୁ ଯାଇଥିଲେ। ପାସ୍ପୋର୍ଟକୁ ଟେବୁଲ୍ ଉପରେ ପକାଇ ଦେଇ ଚାଲି ଯିବା ତାଙ୍କ ପାଇଁ ମହଙ୍ଗା ପଡ଼ି ଥିଲା। ଏହି ସମୟରେ ତାଙ୍କର ପୋଷା କୁକୁର ପାସ୍ପୋର୍ଟକୁ ଚୋବେଇ ଟିକି ଟିକି କରି ଦେଲା। ଘରକୁ ଫେରିବା ପରେ ପାସ୍ପୋର୍ଟର ଏଭଳି ଅବସ୍ଥା ଦେଖି ଜାଣିଗଲେ ଏହା କାହାର କାମ। ମୁଣ୍ଡରେ ହାତ ଦେଲେ ଓ ଟୁର୍ ବାତିଲ୍ କଲେ। ଏବେ ନୂଆ ପାସ୍ପୋର୍ଟ କରିବା ପାଇଁ ସେ ସରକାରୀ ଅଫିସ୍ର ଚକ୍କର କାଟୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।