ହାଇଦ୍ରାବାଦ: ଇଟା ଓ ସିମେଣ୍ଟରେ ତିଆରି ବସ୍ଷ୍ଟପ୍ ଆପଣମାନେ ଦେଖିଥିବେ। କିନ୍ତୁ ଆଜି ଆମେ ଆପଣଙ୍କୁ ବ୍ୟବହାର ଅନୁପଯୋଗୀ ପ୍ଲାଷ୍ଟିକ୍ ପାଣି ବୋତଲରେ ତିଆରି ହୋଇଥିବା ଏକ ବସ୍ଷ୍ଟପ୍ ଦେଖାଇବୁ। ଏହି ବସ୍ଷ୍ଟପ୍ ହାଇଦ୍ରାବାଦର ସବରୁପନଗର କଲୋନୀରେ ରହିଛି। ୧୦୦୦ଟି ପ୍ଲାଷ୍ଟିକ୍ ବୋତଲରେ ଏହି ବସ୍ଷ୍ଟପ୍ ତିଆରି କରାଯାଇଛି। ବମ୍ୱୁ ହାଉସ୍ ଅଫ୍ ଇଣ୍ଡିଆ ନିର୍ମାଣ କରିଛି ଏହି ନିଆରା ବସ୍ଷ୍ଟପ୍। ‘ରିସାଇକେଲ୍ ଇଣ୍ଡିଆ’ ଅଭିଯାନ କ୍ରମେ ଏହି ବୋତଲ ବସ୍ଷ୍ଟପ୍ ତିଆରି କରାଯାଇଛି।
ଆଠ ଫୁଟ୍ ଉଚ୍ଚ ବିଶିଷ୍ଟ ଏହି ବସ୍ଷ୍ଟପ୍କୁ ମେଟାଲ୍ ଫ୍ରେମ୍ ଓ ଏକ ହଜାରରୁ ଅଧିକ ପ୍ଲାଷ୍ଟିକ୍ ବୋତଲରେ ନିର୍ମାଣ କରାଯାଇଛି। ଏହି ବୋତଲ ଗୁଡ଼ିକୁ ଏକ କବାଡ଼ି ଖାନାରୁ କିଣା ହୋଇଛି।
ସୌଜନ୍ୟ-ନଇ ଦୁନିଆ
ଫଟୋ- ନଇ ଦୁନିଆ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।