ନୂଆଦିଲ୍ଲୀ: ଖୁବଶୀଘ୍ର ନଦୀ ତଳେ ମେଟ୍ରୋର ଟ୍ରେନ୍ର ମଜା ଉଠାଇବା ଲୋକେ। ଦେଶର ପ୍ରଥମ ଅଣ୍ଡର ୱାଟର୍ ଟନଲ୍ କାର୍ଯ୍ୟ କୋଲକତାର ହୁଗୁଳି ନଦୀ ତଳେ ଚାଲିଛି । ଏହି ଟ୍ରେନ୍ ହାୱଡା ଓ ମହାକରଣ ମେଟ୍ରୋ ଷ୍ଟେସନ ମଧ୍ୟରେ ଚାଲିବ। ତେବେ ନଦୀ ତଳେ ମେଟ୍ରୋ ଟ୍ରେନ୍ର ମଜା ମାତ୍ର ୧ ମିନିଟ୍ ପାଇଁ ଯାତ୍ରୀ ନେଇ ପାରିବେ। ଏହି ସମୟରେ ସୁଡଙ୍ଗ ଭିତରେ ମେଟ୍ରୋ ଟ୍ରେନ୍ ପ୍ରତି ଘଣ୍ଟାରେ ୮୦ କିଲୋମିଟର ବେଗରେ ଦୌଡିବ।
ଏହି ଅଣ୍ଡର ୱାଟର ଟନଲ ନିର୍ମାଣ ପାଇଁ ୬୦ କୋଟି ଟଙ୍କା ବ୍ୟୟବରାଦ ରଖାଯାଇଛି। ପୂରା ପ୍ରକଳ୍ପ ପାଇଁ ୯,୦୦୦ ଟଙ୍କାର ବ୍ୟୟବରାଦ ରହିଛି।
ରିପୋର୍ଟ ଓ ଫଟୋ- ଅମର ଉଜାଲା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।