ବାଲେଶ୍ୱର(ଓଡ଼ିଶା ରିପୋର୍ଟର): କୁହାଯାଏ ଇଚ୍ଛାଶକ୍ତି ଆଗରେ ସବୁ ହାର ମାନିଥାଏ। ଯଦି ଆପଣଙ୍କର କିଛି କରି ଦେଖାଇବାକୁ ଇଚ୍ଛା ରହିଛି, ତା’ହେଲେ ଆପଣଙ୍କୁ କେହି ରୋକି ପାରିବେ ନାହିଁ। ଆପଣ କେବେ ଭାବିଛନ୍ତି ଜଣେ ଦିବ୍ୟାଙ୍ଗ ବ୍ୟକ୍ତି, ଯାହାର ପାଦ ନାହିଁ ଏବଂ ସେଥିପାଇଁ ଛୋଟବେଳୁ ଭଲ ଭାବେ ଚାଲି ପାରନ୍ତି ନାହିଁ, ସେ କେମିତି ତାଙ୍କ ଇଚ୍ଛାଶକ୍ତି ବଳରେ ଅସମ୍ଭବକୁ ବି ସମ୍ଭବ କରିପାରିଛନ୍ତି।
ବାଲେଶ୍ୱର ଜିଲ୍ଲାର ଦିବ୍ୟାଙ୍ଗ ଡ୍ୟାନ୍ସର ପ୍ରଶାନ୍ତ ରାଉତଙ୍କ ଡ୍ୟାନ୍ସ ଆପଣ ନିଜ ଆଖିରେ ନ ଦେଖିଲେ ବିଶ୍ୱାସ କରିବେ ନାହିଁ। ସେ ଡ୍ୟାନ୍ସ କରି ବହୁ ପ୍ରଶଂସିତ ହୋଇଛନ୍ତି। ଏବେ ସେ କୋରିଓଗ୍ରାଫର ପାଲଟି ଯାଇଛନ୍ତି ଓ ଅନ୍ୟମାନଙ୍କୁ ଡ୍ୟାନ୍ସ ଶିଖାଉଛନ୍ତି।
ଏହି ଭିଡିଓ ଦେଖି ତାଙ୍କ ବିଷୟରେ ଅଧିକ କିଛି ଜାଣନ୍ତୁ।
https://www.youtube.com/watch?v=3Y1gRSiCvQ0
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।