ବିଲେଇ ପ୍ରେମୀଙ୍କ ପାଇଁ ଖୁସି ଖବର। କାରଣ ଏବେ ବିଲେଇଙ୍କ ପାଇଁ ପ୍ରସ୍ତୁତି ହୋଇଛି ଅତର। ଆଗଭଳି ଆଉ ବିଲେଇ ଆଉ ଗନ୍ଧେଇବେ ନାହିଁ। ମଣିଷ ପରି ମହ ମହ ବାସିବେ। ବିଲେଇଙ୍କ ଏହି ଅତର ପ୍ରସ୍ତୁତ କରିଛି ଆମେରିକାରର ଏକ କମ୍ପାନୀ। ଅତରର ନାଁ ‘କିଚେନ୍ ଫର୍’। ଏହି ଅତରର ଗନ୍ଧ ହାର୍ଡ ନୁହେଁ ବହୁତ ସଫ୍ଟ।
ଅତର ବ୍ୟବହାର କଲେ ବିଲେଇର ଲୋମ ନରମ ରହିବା ସହ ବାସିବ। ଏହା ସହ ବିଲେଇର ବେକକୁ ଆରାମ ମଧ୍ୟ ମିଳିବ।
ଯେଉଁ ଉପାଦନ ନେଇ ଏହି ଅତର ପ୍ରସ୍ତୁତ କରାଯାଇଛି ଏହା ବିଲେଇ ପାଇଁ କ୍ଷତିକାରକ ନୁହେଁ। ଏହି ଅତରରେ କୌଣସି ରସାୟନ ବ୍ୟବହାର କରାଯାଇ ନଥିବା ପ୍ରସ୍ତୁତକାରୀ କଂପାନୀ କହିଛି। ଏହି ଅତର ପ୍ରସ୍ତୁତ କରିବାକୁ ଦୀର୍ଘ ୧୫ ବର୍ଷ ଧରି କଂପାନୀ ପରୀକ୍ଷଣ ଚଲାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ