ନୂଆଦିଲ୍ଲୀ: ସୀମା ସୁରକ୍ଷା ଭାରତ ପାଇଁ ଚିନ୍ତାର ବିଷୟ ହୋଇ ପଡିଛି। କଡା ସୁରକ୍ଷା ପରେ ବି ଆତଙ୍କବାଦୀମାନେ ଭାରତରେ ଅନୁପ୍ରେବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଆଇଟି କାନପୁର୍ର କିଛି ଛାତ୍ର ଏକ ଡ୍ରୋନର ତିଆରି କରିଛନ୍ତି। ଯାହାର ନାଁ ରଖାଯାଇଛି ସୁଦର୍ଶନ। ଡ୍ରୋନଟି 300 ମିଟର ଉଚ୍ଚାରେ ଉଡି ମଧ୍ୟ ଭୂପୃଷ୍ଠରେ ସମ୍ପୁର୍ଣ୍ଣ ନଜର ରଖିପାରିବ। ଏହାର ପଙ୍ଖା ଏତେ ଜୋରରେ ଘୁରୁଛି ଯେ 50 ମିଟର ଉଚ୍ଚରୁ ଏହାକୁ ଦେଖିବା ମୁକ୍ସିଲ।
ଏୟାରସ୍ପେଶ ଇଞ୍ଜିନିୟରିଂ ଡିପାର୍ଟମେଣ୍ଟର ପ୍ରଫେସର ଅଭିଷେକ ଓ ତାଙ୍କର କେତେକେ ଛାତ୍ର ମିଶି ଏହି ଡ୍ରୋନ ତିଆରି କରିଛନ୍ତି। ଏହାକୁ ତିଆରୀ କରିବାକୁ 6 ମାସ ସମୟ ଲାଗିଛି। ଡ୍ରୋନଟିର ଡିଜାଇନ ପରିବର୍ତ୍ତନ କରି ଭରତୀୟ ସେନାକୁ ଦିଆଯିବ। ଏହାର ପରୀକ୍ଷଣ ପରେ ସେନା ପକ୍ଷରୁ ସୀକୃତି ମିଳିଲେ ସୀମା ସୁରକ୍ଷ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯିବ ବୋଲି ନିର୍ମାତା ଅଭିଷେକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।