ଭୁବନେଶ୍ୱର: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଶ୍ରୀଲଙ୍କାରେ ଆଉ ଏକ କିର୍ତ୍ତୀମାନ। ବିଶ୍ୱର ସବୁଠାରୁ ବଡ଼ ବୁଦ୍ଧ ମୂର୍ତ୍ତୀ ନିର୍ମାଣ କରିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଦ୍ୱାରା ଆୟୋଜିତ ୧୪ତମ ଅନ୍ତରାଷ୍ଟ୍ରୀୟ ଭେସକ୍ ଡେ’ ସମାରୋହରେ ଅଂଶ ଗ୍ରହଣ କରିବା ପାଇଁ ଭାରତକୁ ଆମନ୍ତ୍ରଣ କରାଯାଇଥିଲା। ଏହି ଅବସରରେ ସୁଦର୍ଶନ ସଂସଦ ନିକଟରେ ଏକ ୪୦ ଫୁଟ୍ ଲମ୍ୱର ବୁଦ୍ଧ ମୂର୍ତ୍ତୀ ନିର୍ମାଣ କରିଛନ୍ତି। ଏହି ୪୦ ଫୁଟ୍ର ବୁଦ୍ଧମୂର୍ତ୍ତୀ ସାଧାରଣ ଲୋକ ଦେଖିବା ପାଇଁ ଆଜି ଖୋଲାଯାଇଛି।
ସୁଦର୍ଶନ ୧୦ତମ ମସ୍କୋ ବାଲୁକା କଳା ଚାମ୍ପିଅନ୍ସିପ୍ରେ ସ୍ୱର୍ଣ୍ଣ ପଦକ ପାଇ ସାରା ଦେଶକୁ ଗର୍ବିତ କରି ସାରିଛନ୍ତି।
ସୌଜନ୍ୟ-କଲମ୍ୱୋ ପେଜ୍
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।