ଖରାଦିନେ ତରଭୁଜ ଖାଇବାକୁ ସମସ୍ତେ ପସନ୍ଦ କରନ୍ତି। କେବଳ ଯେ ପାଟି ସୁଆଦିଆ ତାହା ନୁହେଁ, ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ୍ ହିତକର। ତରଭୁଜ ଖାଇଲେ ହୃଦଘାତ ଓ ଉଚ୍ଚ ରକ୍ତଚାପ ଭଳି ମାରାତ୍ମକ ରୋଗରୁ ମଧ୍ୟ ଦୂରେଇ ରଖିଥାଏ। ତେବେ ଡାକ୍ତରଙ୍କ ମତରେ ତରଭୁଜ ସନ୍ଧ୍ୟା ୭ଟା ପରେ ଖାଇବା ଉଚିତ ନୁହେଁ। କାରଣ ଏଥିରେ ୯୪ ପ୍ରତିଶତ ପାଣି ରହିଥାଏ। ଏହାସହ ଏହା ପ୍ରାୟତଃ ଥଣ୍ଡା ଜାତୀୟ ଫଳ। ରାତିରେ ତରଭୁଜ ଖାଇଲେ ହଜମ ପ୍ରକ୍ରିୟାରେ ବିଳମ୍ବ ହୋଇଥାଏ, ଏହାସହ ଏସିଡିଟି ହେବାର ସମ୍ଭାବନ ମଧ୍ୟ ଅଧିକ ରହିଥାଏ। ତେଣୁ ସନ୍ଧ୍ୟା ପରେ ତରଭୁଜ ଖାଇବା ଦ୍ୱାରା ଏହା ଦେହ ଉପରେ କୁପ୍ରବାଭ ପକାଇ ଥାଏ। ଡାକ୍ତରଙ୍କ ମତରେ ଦିନ ୧୨ଟାରୁ ଗୋଟାଏ ହେଲା ତରଭୁଜ ଖାଇବାର ପ୍ରକୃଷ୍ଟ ସମୟ। ତରଭୁଜ ଖାଇବା ଦ୍ୱାରା କିଡ୍ନୀ ସୁସ୍ଥ ରହିଥାଏ, ରକ୍ତଚାପ ନିୟନ୍ତ୍ରଣରେ ରହିଥାଏ। ଦୃଷ୍ଟି ଶକ୍ତି ଉପରେ ମଧ୍ୟ ଏହା ଭଲ ପ୍ରଭାବ ପକାଇଥାଏ। ଏହାସହ ପ୍ରଚଣ୍ଡ ଖରାରେ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ତରଭୁଜ ଖାଇବା ନିହାତି ଆବଶ୍ୟକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।