୨୭ ବର୍ଷରେ ପାଦ ଦେଲା ବିଜୁ ଜନତା ଦଳ। ଆଜି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ସାଇକେଲ ରାଲି, ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଛି।
ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।