Advertisment

୨୭ ବର୍ଷରେ ବିଜେଡି; ଆଜି ପାଳୁଛି ପ୍ରତିଷ୍ଠା ଦିବସ

୨୭ ବର୍ଷରେ ପାଦ ଦେଲା ବିଜୁ ଜନତା ଦଳ।

BJD

BJD

Advertisment

୨୭ ବର୍ଷରେ ପାଦ ଦେଲା ବିଜୁ ଜନତା ଦଳ। ଆଜି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ସାଇକେଲ ରାଲି, ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଛି।

Advertisment

ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରତିଷ୍ଠା ଦିବସ ଅବସରରେ ‘ନବୀନ ଓଡ଼ିଶା’ ଗଢିବା ନେଇ ସଂକଳ୍ପ ନେବେ ବିଜେଡି କର୍ମୀ ଓ ନେତା।

ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ।

Advertisment
BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe