Advertisment

ସିଏମ୍ ଚେହେରାକୁ ନେଇ ତୁତୁ ମେମେ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ସରଗରମ ବିଜେପି ରାଜନୀତି।

Advertisment

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ସରଗରମ ବିଜେପି ରାଜନୀତି। ୨୦୨୪ ନିର୍ବାଚନରେ ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ଦଳ ଓଡ଼ିଶାରେ ନିର୍ବାଚନ ଲଢ଼ିବ ଏବଂ ଜିତିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର। ଆଉ ଏହାକୁ ନେଇ ଆରମ୍ଭ ହୋଇଛି ବୟାନବାଜି ।

Advertisment
Bjp Dharmendra Pradhan Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe