Advertisment

‘ଦିଲ୍ଲୀରେ ବିଜେପି ସରକାର ଗଢିବ’

ତୃଣମୂଳ ସ୍ତରରେ ମଜବୁତ ହେବ ସେ ନେଇ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି ବଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା।

Advertisment

ଦିଲ୍ଲୀରେ ବିଜେପିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ପ୍ରଭାରୀ ବୈଜୟନ୍ତ ପଣ୍ତା ଯୋଗଦେଇଛନ୍ତି । ତୃଣମୂଳ ସ୍ତରରେ ମଜବୁତ ହେବ ସେ ନେଇ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି ବଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା।

Advertisment
Bjp Baijayant Panda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe