‘ସତ୍ୟ ଲୁଚାବାକୁ ଅଧିକ ଚେଷ୍ଟା କରିଛି କ୍ରାଇମବ୍ରାଞ୍ଚ ’ | Odisha Reporter
ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ୍କୁ ନେଇ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ବଡ଼ ବୟାନ । ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ପୂଜାରୀ କହିଛନ୍ତି, ନବଙ୍କୁ ଭେଦ କରିଥିବା ଗୁଳି ଏ ଯାଏଁ ମିଳିନି, ଏଥିରୁ ଜଣାପଡ଼ୁଛି ତଥ୍ୟ ସଂଗ୍ରହରେ କ୍ରାଇମବ୍ରାଞ୍ଚ ବିଫଳ ହୋଇଛି, ତଦନ୍ତ ଆରମ୍ଭରୁ ବାଟବଣା ହୋଇଛି, ଆଜି ପର୍ଯ୍ୟନ୍ତ ହତ୍ୟାର ଉଦ୍ଦେଶ୍ୟ ଜଣାପଡୁନି, ହତ୍ୟା କାଣ୍ଡ ସଂପର୍କରେ ଯାହା କୁହାଯାଇଛି ତାହା ପର୍ଯ୍ୟାପ୍ତ ନୁହେଁ ବୋଲି ଶ୍ରୀ ପୂଜାରୀ କହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
