Advertisment

'ବିଜେପି ସରକାରକୁ ଆସିଲେ ୭୨ ଘଣ୍ଟାରେ ସଫା ହୋଇଯିବ ଗାଡ଼କଣ ଡମ୍ପିଂୟାର୍ଡ'

'ଟିକେ ବି ଅଳିଆ ମିଳିବନି, ସବୁ ସଫା କରାଯିବ'

author-image
Manoj Swain

ବିଜେପି ସରକାରକୁ ଆସିଲେ ୭୨ ଘଣ୍ଟାରେ ସଫା ହୋଇଯିବ ଗାଡ଼କଣ ଡମ୍ପିୟାର୍ଡ। ଆଜି ଭୁବନେଶ୍ବର ସୈନିକ ସ୍କୁଲ ନିକଟରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଚାଲିଥିବା ଧାରଣାରେ ଯୋଗଦେଇ ଏହା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Bjp Bhubaneswar Odisha Manmohan Samal