ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଧାନସଭା ସମ୍ମୁଖ ପାଲଟିଲା ଋଣକ୍ଷେତ୍ର। ରାଜ୍ୟରେ ଶାସନ ବ୍ୟବସ୍ଥାକୁ ନେଇ ବିଧାନସଭା ଘେରାଉ କରିଛି ମୋ ଦଳ। ‘ରାଜ୍ୟରେ 5T ସଚିବ ପାଣ୍ଡିଆନଙ୍କ ଶାସନ ଚାଲିଛି। ଏଥିପାଇଁ ନେତା ଓ ମନ୍ତ୍ରୀମାନେ ବିଧାନସଭା ନଯାଇ ଘରେ ଶୁଅନ୍ତୁ। ପାଣ୍ଡିଆନ ବିଧାନସଭା ଚଳାନ୍ତୁ।’ ଏପରି ନାରା ଦେଇ ବିକ୍ଷୋଭ କରିଛନ୍ତି ମୋ ଦଳର କର୍ମୀ। ମୋ ଦଳର ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ କର୍ମୀମାନେ ବିଧାନସଭା ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।