Advertisment

‘ନେତା ମନ୍ତ୍ରୀ ଘରକୁ ଯାଆନ୍ତୁ, ପାଣ୍ଡିଆନ ବିଧାନସଭା ଚଲାନ୍ତୁ’

ମୋ ଦଳର ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ କର୍ମୀମାନେ ବିଧାନସଭା ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ।

Advertisment

ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଧାନସଭା ସମ୍ମୁଖ ପାଲଟିଲା ଋଣକ୍ଷେତ୍ର। ରାଜ୍ୟରେ ଶାସନ ବ୍ୟବସ୍ଥାକୁ ନେଇ ବିଧାନସଭା ଘେରାଉ କରିଛି ମୋ ଦଳ। ‘ରାଜ୍ୟରେ 5T ସଚିବ ପାଣ୍ଡିଆନଙ୍କ ଶାସନ ଚାଲିଛି। ଏଥିପାଇଁ ନେତା ଓ ମନ୍ତ୍ରୀମାନେ ବିଧାନସଭା ନଯାଇ ଘରେ ଶୁଅନ୍ତୁ। ପାଣ୍ଡିଆନ ବିଧାନସଭା ଚଳାନ୍ତୁ।’ ଏପରି ନାରା ଦେଇ ବିକ୍ଷୋଭ କରିଛନ୍ତି ମୋ ଦଳର କର୍ମୀ। ମୋ ଦଳର ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ କର୍ମୀମାନେ ବିଧାନସଭା ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ ।

Advertisment
Protest BjD Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe