‘ନବ ଥିଲେ ମୁଖ୍ୟମନ୍ତ୍ରୀ ଆଶାୟୀ’ | Odisha Reporter
ମନ୍ତ୍ରୀ ନବ ଦାସ ହତ୍ୟା ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ପୁରୋହିତ କହିଲେ- ମୁଖ୍ୟମନ୍ତ୍ରୀ ହେବା ଆଶା ନବଙ୍କ ପାଇଁ କାଳ ହେଲା, ନବୀନଙ୍କ ପରେ କିଏ ମୁଖ୍ୟମନ୍ତ୍ରୀ ହେବ, ସେହି ବିବାଦ ହିଁ ହତ୍ୟାର କାରଣ, ଶୁଣାଯାଉଛି ମୁଖ୍ୟମନ୍ତ୍ରୀ ଆଶାରେ ନବ ଶନିଙ୍କ ପାଖକୁ ଯାଇଥିଲେ, ଯିଏ ବିଜେଡିର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସ୍ୱପ୍ନ ଦେଖୁଛି, ସେ ହିଁ ହତ୍ୟାକାରୀ ବୋଲି କହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
